Friday, April 3, 2026
39.1 C
Odisha

    ୨୧ରୁ ସଂସଦର ମୌସୁମି ଅଧିବେଶନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଚଳିତମାସ ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଗତକାଲି ସୂଚନା ଦେଇଛନ୍ତି। ଅଗଷ୍ଟ ୨୧ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି। ତେବେ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଅଗଷ୍ଟ ୧୩ ଓ ୧୪, ଦୁଇଦିନ କୌଣସି ଅଧିବେଶନ ଅନୁଷ୍ଠିତ ହେବ ନାହିଁ ବୋଲି ରିଜିଜୁ ସ୍ପଷ୍ଟ କରିଛନ୍ତି। ପୂର୍ବରୁ ମୌସୁମି ଅଧିବେଶନ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଥିଲା। ବର୍ତ୍ତମାନ ଏହା ଆଉ ନଅ ଦିନ ବୃଦ୍ଧି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ