Saturday, September 5, 2026
30.8 C
Odisha

    ୨୧ ଜିଲ୍ଲାରେ ପ୍ରବଳ ଛେଚିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ୨୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ସତର୍କ କଲା ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

    ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟାକୁ ୪୦ କି.ମି ବେଗରେ ପବନ ବହିବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.8 ° C
    30.8 °
    30.8 °
    65 %
    1.8kmh
    30 %
    Sat
    30 °
    Sun
    31 °
    Mon
    31 °
    Tue
    31 °
    Wed
    30 °

    ସମ୍ବନ୍ଧିତ