Friday, October 2, 2026
22.2 C
Odisha

    ୨୩ରେ ବିଧାନସଭା ଘେରିବ ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ଵର  :  ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି। ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗ୍ରାମର ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ସାମିଲ ହେବେ। ପଞ୍ଚାୟତି ବ୍ୟବସ୍ତାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରାଯାଉଥିବା ଅଭିଯୋଗ ହୋଇଛି।  ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛି ବିଜେଡି। ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ବିଧାୟକ ଅରୁଣ ସାହୁ ଓ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ରହି ବିଜେପିକୁ ଟାର୍ଗେଟ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ