Monday, February 9, 2026
17.6 C
Odisha

    ୨୩ ତାରିଖ ପୂର୍ବରୁ ପୁରୀ ବାହାରର ଲୋକ ପୁରୀ ଛାଡ଼ିବାକୁ ପରାମର୍ଶ

    ଆଗକୁ ପଢନ୍ତୁ

    ପୁରୀ: ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ସବୁ ବିଭାଗ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଶକ୍ତି, ସ୍ବାସ୍ଥ୍ୟ ବିଭାଗ ତୟାର। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଆଗୁଆ ସ୍ଥାନାନ୍ତର ପାଇଁ ପଦକ୍ଷେପ ନିଆଯାଇଛି। ଏଥିସହ ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ୨୪ ଓ ୨୫ ଭକ୍ତଙ୍କୁ ପୁରୀକୁ ମନା କରାଯାଇଛି । ସେଠାରେ ଥିବା ହବିଷ୍ୟାଳିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ଆଗକୁ ଆସୁଥିବା ଭକ୍ତ ମାନଙ୍କୁ ବାରଣ କରାଯାଇଛି। ଯେଉଁମାନେ ପୁରୀ ବାହାରୁ ଆସିଛନ୍ତି ସେମାନଙ୍କୁ ପୁରୀ ଛାଡିବାକୁ କୁହାଯାଇଛି। ଆଉ ଯେଉଁମାନେ ରହିବେ ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ସୁରେଶ ପୂଜାରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.6 ° C
    17.6 °
    17.6 °
    33 %
    2kmh
    1 %
    Mon
    18 °
    Tue
    31 °
    Wed
    32 °
    Thu
    33 °
    Fri
    34 °

    ସମ୍ବନ୍ଧିତ