Saturday, February 21, 2026
33.5 C
Odisha

    ୨୪ରୁ ବଢ଼ିବ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ ବର୍ଷା । ୨୪ରୁ ବଢ଼ିବ। ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ଜନିତ ବର୍ଷା ଆଶଙ୍କା ରହିଛି। ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୨୪ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରର ଗୋଟିଏ ବା ଦୁଇଟି ସ୍ଥାନରେ ଭାରୀ ବର୍ଷା ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୫ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.5 ° C
    33.5 °
    33.5 °
    15 %
    4.2kmh
    11 %
    Sat
    33 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ