Friday, April 3, 2026
39.1 C
Odisha

    ୨୪ ତାରିଖ ଯାଏ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦୁର୍ବଳ ହେଉଛି ଅବପାତ । ଆଗାମୀ ୧୨ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ। ଅବପାତ ପ୍ରଭାବରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗିରହିଛି ବର୍ଷା । ଆସନ୍ତା ୨୪ ତାରିଖ ଯାଏ ପ୍ରବଳ ବର୍ଷା ଆଶଙ୍କା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ