Sunday, October 11, 2026
25 C
Odisha

    ୨୪ ତାରିଖ ଯାଏ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପୁଣି ବର୍ଷାରେ ଭିଜିବ ଓଡ଼ିଶା । ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ । ଅନ୍ୟପଟେ ରାଜ୍ୟରେ ଏବେ ଜାରି ରହିଛି ମୌସୁମୀ ବର୍ଷା ।  ୨୪ ତାରିଖ ଯାଏ ବର୍ଷା ସମ୍ଭାବନା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।  ବିଜୁଳି, ଘଡଘଡ଼ି ସହ ବର୍ଷା ନେଇ ଆଜି ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।  ସେଥିରୁ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ୨୩ ତାରିଖ ପର୍ଯ୍ୟନ୍ତ ଅଧା ଓଡ଼ିଶାକୁ ବର୍ଷା ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25 ° C
    25 °
    25 °
    78 %
    0kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ