Monday, July 13, 2026
32.1 C
Odisha

    ୨୭ ବିଶିଷ୍ଟ ବ୍ୟକ୍ତିଙ୍କୁ ମିଳିବ ପ୍ରବାସୀ ଭାରତୀୟ ସମ୍ମାନ, ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ୨୭ ବିଶିଷ୍ଟ ବ୍ୟକ୍ତିଙ୍କୁ ମିଳିବ ପ୍ରବାସୀ ଭାରତୀୟ ସମ୍ମାନ। ଭୁବନେଶ୍ବର ଜନତା ମଇଦାନରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ଅବସରରେ ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଉଦଯାପନୀ ଦିବସରେ ୨୭ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନିତ କରାଯିବ । ଆସନ୍ତା ୮ରୁ ପ୍ରବାସୀ ଭାରତୀୟ ଦିବସ ଆରମ୍ଭ ହେଉଛି । ଏହା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାର୍ଯ୍ୟକ୍ରମରେ ଯୋଗ ଦେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    32.1 ° C
    32.1 °
    32.1 °
    58 %
    2.1kmh
    100 %
    Mon
    31 °
    Tue
    31 °
    Wed
    30 °
    Thu
    29 °
    Fri
    34 °

    ସମ୍ବନ୍ଧିତ