Monday, September 28, 2026
22.5 C
Odisha

    ୨୯ OAS ଅଧିକାରୀଙ୍କ ବଦଳି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୨୯ ଜଣ ବରିଷ୍ଠ OAS ଅଧିକାରୀଙ୍କ ବଦଳି କଲେ ସରକାର । ସୁକାନ୍ତ କୁମାର ବେହେରା ହେଲେ କଟକ RDC (CD) ସଚିବ। ଲିପ୍ ସା ଦାସଙ୍କୁ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ଦାୟିତ୍ବ ଦିଆଯାଇଛି। ବୀରସେନ ପ୍ରଧାନ ହେଲେ ବ୍ରହ୍ମପୁର RDC (SD) ସଚିବ। ଆଶୁତୋଷ ସାମଲଙ୍କୁ କଟକ ଭୂଲେଖ ଓ ବନ୍ଦୋବସ୍ତ ଅତିରିକ୍ତ ଆୟୁକ୍ତ ଦାୟିତ୍ବ ଦିଆଯାଇଛି। ଦେବାଶିଷ ପଟ୍ଟନାୟକ ହେଲେ କଟକ RDC (CD) ଅତିରିକ୍ତ ସଚିବ। ଶାନ୍ତନୁ କୁମାର ମହାନ୍ତି ହେଲେ OSBCLର ଜେନେରାଲ ମ୍ୟାନେଜର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.5 ° C
    22.5 °
    22.5 °
    91 %
    1.4kmh
    14 %
    Mon
    29 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ