Sunday, October 18, 2026
23.2 C
Odisha

    ୨ ବର୍ଷ ପୂର୍ତ୍ତି ସମାରୋହ ପାଇଁ ଆମନ୍ତ୍ରଣ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାକ୍ଷାତ କରିଛନ୍ତି। ଗତକାଲି ଅପରାହ୍ଣ ୪ଟାରେ ସେବା ତୀର୍ଥ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ହୋଇଥିବା ଏହି ସାକ୍ଷାତ୍ ଅବସରରେ ରାଜ୍ୟ ସରକାର ଓ ଅନ୍ୟ ପ୍ରସଙ୍ଗରେ ପ୍ରାୟ ଅଧଘଣ୍ଟା ଧରି ଆଲୋଚନା ହୋଇଛି। ଆସନ୍ତା ଜୁଲାଇ ୧୨ରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ମାଝୀ ଆମନ୍ତ୍ରଣ କରିଥିବା ଜଣାପଡ଼ିଛି। ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତ ଅବସରରେ ଶ୍ରୀ ମାଝୀ କେନ୍ଦ୍ରମନ୍ତ୍ରୀ ଓ ଦଳୀୟ ନେତୃତ୍ବଙ୍କୁ ଭେଟିବା ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ