Saturday, October 3, 2026
30.8 C
Odisha

    ୨ ବିଧାୟକଙ୍କୁ ଝଟ୍‌କା: ହାଇକୋର୍ଟ ପଠାଇଲେ ନୋଟିସ୍‌

    ଆଗକୁ ପଢନ୍ତୁ

    ପୁଣି ୨ ବିଧାୟକଙ୍କୁ ଲାଗିଲା ଝଟ୍‌କା। ୨ଟି ନର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରିକରିଛନ୍ତି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ନୋଟିସ ହୋଇଥିବା ବେଳେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମଧ୍ୟ ନୋଟିସ ହୋଇଛି। ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ ଜାରି କରିଛନ୍ତି । ନାମାଙ୍କନ ବେଳେ ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗରେ ନୋଟିସ ହୋଇଛି। ସେପ୍ଟେମ୍ବର ମାସରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୂର୍ବରୁ ବିଜେଡି ବିଧାୟକ ଧ୍ରୁବ ସାହୁ ଅରୁଣ ସାହୁଙ୍କୁ ମଧ୍ୟ ହାଇକୋର୍ଟ ନୋଟିସ ଜାରିକରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    54 %
    2.9kmh
    5 %
    Sat
    31 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ