Saturday, October 10, 2026
29.2 C
Odisha

    ୨ ସପ୍ତାହ ଭିତରେ ଲାଗୁ ହେବ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା, ଉପକୃତ ହେବେ ୩ କୋଟି ୫୨ଲକ୍ଷ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ଓଡ଼ିଶା ଦିବସ। ୧୯୩୬ ଆଜିର ଦିନରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହୋଇଥିଲା। ବରପୁତ୍ରମାନଙ୍କ ଅବଦାନକୁ ନେଇ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି ପରିପ୍ରେକ୍ଷୀରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ଆଜି ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ୨ ସପ୍ତାହ ଭିତରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଲାଗୁ ହେବ ବୋଲି ସତ୍ୟଭାମାପୁର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ରାଜ୍ୟରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଲାଗୁ ହେଲେ ଓଡ଼ିଶାର ୩ କୋଟି ୫୨ଲକ୍ଷ ଲୋକ ଏହାର ସଫଳ ପାଇବେ। ରାଜ୍ୟ ଭିତରେ ଓ ବାହାରେ ମିଳିତ ଭାବେ ଚିକିତ୍ସା ସୁବିଧା ମିଳିପାରିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    60 %
    1.7kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ