Sunday, September 13, 2026
23 C
Odisha

    ୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :ଜାନୁଆରୀ ୩ ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି। ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଆସନ୍ତା କାଲି ସେ ଭୁବନେଶ୍ଵରରେ ପହଞ୍ଚିବେ। ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ଏହାପରେ ୩ ତାରିଖରେ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ହରିବାବୁ କମ୍ଭମ୍‌ପତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23 ° C
    23 °
    23 °
    97 %
    1.5kmh
    100 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ