Wednesday, October 7, 2026
31.4 C
Odisha

    ୩ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଧାଡି ଦର୍ଶନ ବ୍ୟବସ୍ଥାକୁ ନେଇ ହୋଇପାରେ ଆଲୋଚନା

    ଆଗକୁ ପଢନ୍ତୁ

    ପୁରୀ   :  ସେପ୍ଟେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଠିତ ହୋଇଥିବା ନୂତନ କମିଟିର ଏହା ପ୍ରଥମ ବୈଠକ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। ନୂତନ କମିଟି ସଦସ୍ୟଙ୍କୁ ସ୍ୱାଗତ କରିବା ସହ ନୂତନ ସବ କମିଟି ଗଠନ କରାଯିବ। ସେହିପରି ଗତ ମେ ମାସ ୨୬ ତାରିଖରେ ଅନୁଷ୍ଠିତ ହୋଇଥିବା ଶ୍ରୀମନ୍ଦିର ପରିଚାଳନା କମିଟିର ଉଚ୍ଚସ୍ଥରୀୟ ପ୍ରଶାସନିକ ବୈଠକର ବିବରଣୀ ପାଠ ସହ ଏହାକୁ ଦୃଢ଼ୀ କରଣ କରାଯିବ। ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥା ସହ ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି ନେଇ ହୋଇପାରେ ଆଲୋଚନା।

    ସେପଟେ ଆସନ୍ତା ୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଛତିଶାନିଯୋଗ ବୈଠକରେ ଚନ୍ଦ୍ର ଗ୍ରହଣ ନୀତି ନିର୍ଘଣ୍ଟ ଅନୁମୋଦନ ହେବାସହ ନୀତିନିର୍ଘଣ୍ଟକୁ ମୋହର ମାରିବ ନୂତନ ପରିଚାଳନା କମିଟି ବୈଠକ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ