Saturday, February 21, 2026
34.5 C
Odisha

    ୩୧ ଜାନୁଆରି ଇ-କେୱାଇସି ପାଇଁ ଶେଷ ତାରିଖ: ଖାଦ୍ୟ ଯୋଗାଣ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କ‌ଲେ କାର୍ଡ କଟିଯିବ । ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର  ସୂଚନା ଦେଇଛନ୍ତି।ଇ-କେୱାଇସି ସରିବା ପରେ  ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ।  ପୂର୍ବରୁ ମଧ୍ୟ ସରକାର ଇ-କେୱାଇସି କରିବା ପାଇଁ ସୂଚନା ଦେଇଥିଲେ ।ସୂଚନା ଅନୁସାରେ ଅଗଷ୍ଟ ମାସରୁ ରାସନ କାର୍ଡ ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ବାହାରେ ଥିବା ହିତାଧିକାରୀମାନେ ମଧ୍ୟ  ଇ-କେୱାଇସି କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    15 %
    2.3kmh
    0 %
    Sat
    35 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ