Saturday, April 11, 2026
25.2 C
Odisha

    ୩୨ଡିଗ୍ରୀ ଟପିଲା ଭୁବନେଶ୍ୱର ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସକାଳୁ ସକାଳୁ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱର ତାପମାତ୍ରା ୩୨.୮ଡିଗ୍ରୀ ରେକର୍ଡ ହୋଇଛି । ଆର୍ଦ୍ରତା ଯୋଗୁଁ ପ୍ରବଳ ଗୁଳୁଗଳି ଅନୁଭୂତ ହେଉଛି । ସେପଟେ ଆଜିଠୁ କାଳବୈଶାଖୀ ବର୍ଷାର ପ୍ରଭାବ ରହିଛି । ଆଜି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ହେଲେ ବି ଗୁଳୁଗୁଳି ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.2 ° C
    25.2 °
    25.2 °
    30 %
    1.3kmh
    0 %
    Sat
    38 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ