Wednesday, March 18, 2026
22.3 C
Odisha

    ୩ ମହାବଳ ବାଘ ଓଡ଼ିଶା ଆସିବେ: ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବାଘୁଣୀ ଜିନତର ସ୍ବାସ୍ଥ୍ୟାବସ୍ଥା ନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ସୂଚନା ପ୍ରଦାନ କରିଛନ୍ତି । ମନ୍ତ୍ରୀ କହିଛନ୍ତି, ଜିନତ ଏବେ ଶିମିଳିପାଳ ଏନ୍‌କ୍ଲୋଜରରେ ଅଛି । ଜିନତ ବର୍ତ୍ତମାନ ସୁସ୍ଥ ଅଛି । ଜଳକ୍ରୀଡ଼ା କରୁଛି । ସ୍ବାଭାବିକ ଭାବେ ଖାଦ୍ୟ ଖାଉଛି। ଖୁବ୍‌ଶୀଘ୍ର ଆଉ ୩ ମହାବଳ ବାଘ ଓଡ଼ିଶା ଆସିବେ। ଏନେଇ ଆଲୋଚନା ଜାରି ରହିଥିବା ମନ୍ତ୍ରୀ କହିଛନ୍ତି। ସେମାନଙ୍କୁ ଦେବ୍ରିଗଡ଼ ଅଭୟାରଣ୍ୟରେ ଛଡ଼ାଯିବ। ୫ ମହାବଳ ବାଘ ଭିତରୁ ଯମୁନା ଓ ଜିନତ ଆସି ସାରିଛନ୍ତି ।

    ଏଦୁଇ ମହାବଳ ବାଘ ପରିବେଶ ସହିତ ସମ୍ପୂର୍ଣ୍ଣ ଭାବେ ଖାପ ଖୁଆଇଲା ପରେ ପରବର୍ତ୍ତି ସମୟରେ ୩ ମହାବଳ ବାଘ ଆଣିବାକୁ ସରକାର ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.3 ° C
    22.3 °
    22.3 °
    69 %
    8.9kmh
    99 %
    Wed
    30 °
    Thu
    34 °
    Fri
    35 °
    Sat
    34 °
    Sun
    35 °

    ସମ୍ବନ୍ଧିତ