Tuesday, March 31, 2026
38.2 C
Odisha

    ୪୩ ଡିଗ୍ରୀ ଉପରେ ୮ ସହରର ତାପମାତ୍ରା, ବଲାଙ୍ଗିର ସବୁଠୁ ଉତ୍ତପ୍ତ ସହର

    ଆଗକୁ ପଢନ୍ତୁ

    ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ୪୫ଡ଼ିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର ହୋଇଛି। ରାଜ୍ୟର ୨୯ସହରରେ ଆଜି ୪୦ଡ଼ିଗ୍ରି କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ ହୋଇଛି। ୪୩ ଡିଗ୍ରୀ ଉପରେ ୮ ସହରର ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ବର ଓ କଟକରେ ମଧ୍ୟ ତାପମାତ୍ରା ହ୍ରାସ ପାଇଛି। ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୩ ରୁ ୪ ଡ଼ିଗ୍ରି ଯାଏଁ ହ୍ରାସ ଘଟିବ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଗାମୀ ୨ଦିନ ପରେ ଉପକୂଳରେ ହିଟୱେଭରେ ବ୍ରେକ ଲାଗିପାରେ। ଆସନ୍ତା ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ଲାଗିବା ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.2 ° C
    38.2 °
    38.2 °
    20 %
    3.1kmh
    0 %
    Tue
    38 °
    Wed
    38 °
    Thu
    40 °
    Fri
    39 °
    Sat
    40 °

    ସମ୍ବନ୍ଧିତ