Tuesday, September 29, 2026
23.2 C
Odisha

    ୪ ଘଣ୍ଟା ଜଗା ଦର୍ଶନ ବନ୍ଦ, ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    87 %
    1.3kmh
    4 %
    Mon
    23 °
    Tue
    30 °
    Wed
    30 °
    Thu
    29 °
    Fri
    30 °

    ସମ୍ବନ୍ଧିତ