Saturday, February 21, 2026
25.7 C
Odisha

    ୪ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୪ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗଞ୍ଜାମ, କେନ୍ଦ୍ରାପଡା, କଳାହାଣ୍ଡି ଓ କଟକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା ହୋଇଛି। ଗଞ୍ଜାମ ଜିଲ୍ଲା ସଭାପତି ଭାବେ ବିକ୍ରମ ପଣ୍ଡା, କେନ୍ଦ୍ରାପଡା ଜିଲ୍ଲା ସଭାପତି ଶିବ ପ୍ରସାଦ ଭୋଳ, କଳାହାଣ୍ଡି ଜିଲ୍ଲା ସଭାପତି ପ୍ରଦୀପ ଦିଶାରୀ ଓ କଟକ ଜିଲ୍ଲା ସଭାପତି ହୋଇଛନ୍ତି ପ୍ରଫୁଲ୍ଲ ସିଂହ । ପୂର୍ବରୁ ବିଜେଡି ସୁପ୍ରିମୋ ୨୪ଟି ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କରିଥିଲେ। ବାକି ୫ଟି ଜିଲ୍ଲାର ସଭାପତି ନାଁ ଘୋଷଣା ହେବାକୁ ବାକି ରହିଛି। ସେହିପରି ବିଜେଡିର ସାଙ୍ଗଠନିକ ନିର୍ବାଚନ ପରେ ବିଜୁ ଜନତା ଦଳର ଛାତ୍ର, ଯୁବ ଓ ମହିଳା ସଙ୍ଗଠନର ସଭାପତିଙ୍କ ନାଁ ଘୋଷଣା ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    24 %
    1.4kmh
    2 %
    Sat
    28 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ