Wednesday, April 1, 2026
38.7 C
Odisha

    ୫୬୦୦ କିଲୋମିଟର ରାଜପଥ ନିର୍ମାଣ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଜାତୀୟ ରାଜପଥ କର୍ତ୍ତୃପକ୍ଷ – ଏନ୍ଏଚ୍ଏଆଇ ୨୦୨୪-୨୫ ଆର୍ଥିକ ବର୍ଷରେ ୫ ହଜାର ୧୫୦ କିଲୋମିଟର ଜାତୀୟ ରାଜପଥ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ୫୬୦୦ କିଲୋମିଟରରୁ ଅଧିକ ଜାତୀୟ ରାଜପଥ ନିର୍ମାଣ କରିଛନ୍ତି। ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଆଜି ଏକ ବିବୃତିରେ କହିଛି ଯେ ଜାତୀୟ ରାଜପଥ ଭିତ୍ତିଭୂମିର ବିକାଶ ପାଇଁ ପୁଞ୍ଜି ବ୍ୟୟ ୨ ଲକ୍ଷ ୪୦ ହଜାର କୋଟି ଟଙ୍କାର ଲକ୍ଷ୍ୟ ଧାର୍ଯ୍ୟ ବ୍ୟୟ ତୁଳନାରେ ଅସ୍ଥାୟୀ ଭାବେ ସର୍ବକାଳୀନ ସର୍ବୋଚ୍ଚ ସ୍ତର ୨ ଲକ୍ଷ ୫୦ ହଜାର କୋଟି ଟଙ୍କାରେ ପହଞ୍ଚିଛି। ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ସାମଗ୍ରିକ ପୁଞ୍ଜି ବ୍ୟୟ ପ୍ରାୟ ୨୧% ଏବଂ ୨୦୨୨-୨୩ ଆର୍ଥିକ ବର୍ଷ ତୁଳନାରେ ପ୍ରାୟ ୪୫% ବୃଦ୍ଧି ପାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.7 ° C
    38.7 °
    38.7 °
    16 %
    2.7kmh
    0 %
    Wed
    39 °
    Thu
    41 °
    Fri
    41 °
    Sat
    39 °
    Sun
    39 °

    ସମ୍ବନ୍ଧିତ