Saturday, January 31, 2026
24.7 C
Odisha

    ୫ ଜିଲାକୁ ପ୍ରବଳ ବର୍ଷା ସତର୍କତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃ‌ଷ୍ଟି ହୋଇଛି। ଗତକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    32 %
    1.9kmh
    86 %
    Sat
    23 °
    Sun
    31 °
    Mon
    32 °
    Tue
    32 °
    Wed
    33 °

    ସମ୍ବନ୍ଧିତ