Sunday, November 1, 2026
21.2 C
Odisha

    ୫ ଦିନ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୫ ଦିନ ପ୍ରବଳ ବର୍ଷା । ଆଜିଠାରୁ ୮ ତାରିଖ ଯାଏ ପୁରା ରାଜ୍ୟକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । କାଲି ଅତିପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟରେ ୧୩ ଜିଲ୍ଲା । ୬ ତାରିଖରେ ଅତିପ୍ରବଳ ବର୍ଷା ପାଇଁ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୮ ତାରିଖ ଯାଏ ପୁରା ରାଜ୍ୟରେ ବର୍ଷା ସମ୍ଭାବନା ରହିିଛି । ଏହାପରଠୁ କମିବ ବର୍ଷା ବିସ୍ତୃତି । ୯ ଏବଂ ୧୦ ତାରିଖରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.2 ° C
    21.2 °
    21.2 °
    95 %
    0.9kmh
    7 %
    Sun
    28 °
    Mon
    24 °
    Tue
    28 °
    Wed
    25 °
    Thu
    24 °

    ସମ୍ବନ୍ଧିତ