Thursday, October 8, 2026
22.2 C
Odisha

    ୫ ଦିନ ପ୍ରବଳ ବର୍ଷିବ, ପୁରା ରାଜ୍ୟକୁ ବର୍ଷା ଚେତାବନୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୫ ଦିନ ପ୍ରବଳ ବର୍ଷିବ ।  ପୁରା ରାଜ୍ୟକୁ ବର୍ଷା ଚେତାବନୀ । ବିଜୁଳି ଘଡଘଡି ସହ ଝଟକା ପବନ ପାଇଁ ଆଜି ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେବଳ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବାକି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କାଲି ପାଇଁ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଦୁଇ ଜିଲ୍ଲା କନ୍ଧମାଳ ଏବଂ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ ।  ୩୦ ତାରିଖ ଯାଏ ପୁରା ରାଜ୍ୟରେ ବର୍ଷା ଲାଗି ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    88 %
    1.5kmh
    1 %
    Wed
    22 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ