Monday, September 14, 2026
23.8 C
Odisha

    ୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜେଡି

    ଆଗକୁ ପଢନ୍ତୁ

    ୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜେଡି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ ପୁରୀ ପାଇଁ ସୁଭାଷ ଖୁଣ୍ଟିଆଙ୍କୁ ସଂଯୋଜକ ଦାୟିତ୍ୱ ମିିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.8 ° C
    23.8 °
    23.8 °
    92 %
    1kmh
    83 %
    Mon
    31 °
    Tue
    31 °
    Wed
    31 °
    Thu
    31 °
    Fri
    31 °

    ସମ୍ବନ୍ଧିତ