Sunday, April 5, 2026
27.8 C
Odisha

    ୬୩ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

    ଆଗକୁ ପଢନ୍ତୁ

    ମାଲକାନଗିରି : ୬୩ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ା ଏସପିଙ୍କ ପାଖରେ ୬୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ଜଣ ମହିଳା ଥିବାବେଳେ ୪୫ ଜଣ ପୁରୁଷ ମାଓବାଦୀ ଅଛନ୍ତି । ସମସ୍ତ ଆତ୍ମସମର୍ପଣ ମାଓବାଦୀ ଦକ୍ଷିଣ, ପଶ୍ଚିମ ବସ୍ତର ମାଓ ସଙ୍ଗଠନର ଥିବା ସୂଚନା । ଏମାନଙ୍କ ମଧ୍ୟରୁ କିଛି ଦକ୍ଷଣି ଓଡ଼ିଶାରେ ମଧ୍ୟ ସକ୍ରିୟ ଥିଲେ । ପୋଲିସର ଅହରହ ଅପରେସନ ଯୋଗୁ ମାଓବାଦୀଙ୍କୁ ରହିବାକୁ ସ୍ଥାନ ନାହିଁ । ତେଣୁ ଆଜିବି ଯେଉଁ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ସେମାନେ କିଭଳି ନିଜ ଜୀବନ ବଞ୍ଚାଇବା ପାଇଁ ଆତ୍ମସମର୍ପଣ କରିଥିବା ସରେଣ୍ଡର ମାଓବାଦୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.8 ° C
    27.8 °
    27.8 °
    45 %
    2kmh
    99 %
    Sat
    27 °
    Sun
    36 °
    Mon
    38 °
    Tue
    37 °
    Wed
    38 °

    ସମ୍ବନ୍ଧିତ