Thursday, April 30, 2026
30.5 C
Odisha

    ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଦଳିବ ୭ ଜିଲ୍ଲାର ଇଂରାଜୀ ନାଁ । ରାଜ୍ୟର ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ମୋଟ୍ ୧୧ ଜିଲ୍ଲାର ୨୫ଟି ସ୍ଥାନରେ ଇଂରାଜୀ ନାଁ ମଧ୍ୟ ସଂଶୋଧନ ହେବ । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାଁ ଅନୁସାରେ ରହିବ ଇଂରାଜୀ ନାମ । ଖୋର୍ଦ୍ଧା ଜିଲ୍ଲାକୁ ଓଡ଼ିଆ ନାଁ ଅନୁସାରେ ଖୋରଧା ଲେଖାଯିବ । ଇଂରାଜୀରେ ଦେଓଗଡ଼ ପରି ଓଡ଼ିଆରେ ଦେବଗଡ଼ ଲେଖାଯିବ । ଏଣିକି ଆଉ ଇଂରାଜୀରେ ଦେଓଗଡ଼ ଲେଖାଯିବ ନାହିଁ । ଆପତ୍ତି ନଥିଲେ ସଂଶୋଧନ ହେବ ଇଂରାଜୀ ନାଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    30.5 ° C
    30.5 °
    30.5 °
    36 %
    2.4kmh
    61 %
    Wed
    30 °
    Thu
    43 °
    Fri
    41 °
    Sat
    42 °
    Sun
    42 °

    ସମ୍ବନ୍ଧିତ