Thursday, October 8, 2026
22.2 C
Odisha

    ୮ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ପୂରଣ

    ଆଗକୁ ପଢନ୍ତୁ

    କଟକ  : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଫର୍ମ ପୂରଣ ମେ ୮ ତାରିଖରୁ ଆରମ୍ଭ ହେବ। ଅନ୍‌ଲାଇନ ଜରିଆରେ ବୋର୍ଡ ୱେବସାଇଟ୍‌ www.bseodisha.ac.inରେ ଫର୍ମ ପୂରଣ ଓ ଦେୟ ଦାଖଲ କରିପାରି​‌େ​‌ବ। ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ନିଜ ହାଇସ୍କୁଲ ଏବଂ ପତ୍ରମାଧ୍ୟମ ପରୀକ୍ଷାର୍ଥୀ ବୋର୍ଡର ଶାଖା କାର୍ଯ୍ୟାଳୟରେ ଫର୍ମ ପୂରଣ କରିବେ। ଫର୍ମ ପୂରଣ ଓ ଦେୟ ଦାଖଲ ମେ ୮ ପୂର୍ବାହ୍ଣ ୧୧ଟାରୁ ମେ ୧୮ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ଜୁଲାଇ ପ୍ରଥମ ସପ୍ତାହରେ ସପ୍ଲିମେଣ୍ଟାରୀ ପରୀକ୍ଷା କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    88 %
    1.5kmh
    1 %
    Wed
    22 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ