Saturday, August 22, 2026
24.2 C
Odisha

    ୮ ଟି ଜିଲ୍ଲା ସମ୍ପୁର୍ଣ୍ଣ ମାଓ ମୁକ୍ତ ହୋଇଛି, ଖୁବଶୀଘ୍ର ଓଡ଼ିଶା ହେବ ମାଓମୁକ୍ତ : ଏଡ଼ିଜି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୮ଟି ଜିଲ୍ଲା ସମ୍ପୁର୍ଣ୍ଣ ମାଓ ମୁକ୍ତ ହୋଇଛି । ଖୁବଶୀଘ୍ର ଓଡ଼ିଶା ହେବ ମାଓମୁକ୍ତ । ଏମିତି ସୂଚନା ଦେଇଛନ୍ତି । କେବଳ କନ୍ଧମାଳରେ କିଛି ହାତ ଗଣତି ମାଓବାଦୀ ଅଛନ୍ତି ୩୬୯ଜଣ ସାଧାରଣ ନାଗରିକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ଦୁଇ ଜଣ ସେଣ୍ଟ୍ରାଲ କମିଟି ମେମ୍ବର ନିହତ ହୋଇଥିବା ବେଳେ ୨୭ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ମାଓ ମୁକ୍ତ ହୋଇଛି ଓଡ଼ିଶା । ତେବେ ଏହା ପଛରେ ରହିଛି ଏସଓଜିର ବଡ଼ ଭୁମିକା । ବିଗତ ମାଓ ମୁକ୍ତ ଅଭିଯାନରେ ଓଡ଼ିଶା ପୋଲିସର ୧୪୨ଜଣ ଓଡ଼ିଶା ପୋଲିସର ଯବାନ ପ୍ରାଣ ହରାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.2 ° C
    24.2 °
    24.2 °
    95 %
    1.3kmh
    100 %
    Sat
    24 °
    Sun
    29 °
    Mon
    26 °
    Tue
    26 °
    Wed
    30 °

    ସମ୍ବନ୍ଧିତ