Friday, October 9, 2026
24.1 C
Odisha

    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ କରିଛି।

    ସୂଚନାନୁଯାୟୀ, ଏମାନେ ନିଜକୁ ସିଆଇଡି ଅଧିକାରୀ କହି ବିଭିନ୍ନ ଶିକ୍ଷାନୁଷ୍ଠାନରେ ପ୍ରବେଶ କରୁଥିଲେ। ଅନିୟମିତତା ଦର୍ଶାଇ ଅର୍ଥ ଆଦାୟ କରୁଥିଲେ। ଏହାସହ ବଡ ବଡ ବ୍ୟବସାୟ ପ୍ରତିଷ୍ଠାନରୁ ମଧ୍ୟ ଟଙ୍କା ଆଦାୟ କରୁଥିଲେ। ଟଙ୍କା ଆଦାୟ କରୁଥିବା ବେଳେ ଖବର ପାଇ ୮ ଜଣଙ୍କୁ ଗିରଫ କରି ପୁଲିସ କୋର୍ଟ ଚାଲାଣ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    83 %
    0.8kmh
    0 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ