Friday, May 16, 2025
32.9 C
Odisha

    ପୁଣି ଡରାଇଲାଣି କରୋନା, ଜରୁରୀ ବୈଠକ ଡାକିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ପୁଣି ଡରାଇଲାଣି କରୋନା । କେତେକ ସ୍ଥାନରେ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଆସନ୍ତାକାଲି କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ସବୁ ରାଜ୍ୟର ବୈଠକ ବସିବ । କୋଭିଡ୍ ସ୍ଥିତିର ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ଏହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । କେରଳ ଓ କର୍ଣ୍ଣାଟକରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି । ଯେଉଁ ନୂଆ ଭାରିଆଣ୍ଟ କଥା କୁହାଯାଉଛି, ତାହା ସମ୍ପୂର୍ଣ୍ଣ ନାଚୁରାଲ । କିନ୍ତୁ ଯଦି ଆବଶ୍ୟକ ପଡେ ତାହାଲେ ରାଜ୍ୟରେ ଗାଇଡ୍ଲାଇନ୍ ଜାରି ହୋଇପାରେ । ଏବେ ବି ସର୍ଭିଲାନ୍ସ ଜାରି ରହିଛି । ଯେଉଁମାନଙ୍କ ଥଣ୍ଡା, କାଶ, ଜ୍ୱର ଅଧିକ କେରଳରେ କ୍ରମାଗତ ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । କର୍ଣ୍ଣାଟକରେ ବି ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢୁଛି । ଏହାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜରୁରୀ ବୈଠକ ଆସନ୍ତାକାଲି ଜରୁରୀ ବୈଠକ ଡାକିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    32.9 ° C
    32.9 °
    32.9 °
    44 %
    0.7kmh
    98 %
    Fri
    41 °
    Sat
    41 °
    Sun
    42 °
    Mon
    40 °
    Tue
    39 °

    ସମ୍ବନ୍ଧିତ