Friday, October 2, 2026
30.6 C
Odisha

    ପ୍ରଥମ ପର୍ଯ୍ୟାୟରେ ୧୦ଟି ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ସ୍କୁଲରେ ପରିଣତ କରାଯିବ: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଗତକାଲି ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସମୀକ୍ଷା ବୈଠକ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧକ୍ଷତାରେ ଏହି ବୈଠକ ହୋଇଥିଲା। ଯେଉଁ ଅଞ୍ଚଳରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନ ଥିବାରୁ ଡ୍ରପ ଆଉଟ ସଂଖ୍ୟା ବଢ଼ିଥାଏ, ଦୂରରେ ସ୍କୁଲ ଥିବା କାରଣରୁ ଯେଉଁ ପିଲାମାନେ ସ୍କୁଲ ଯାଇପାରୁନହାନ୍ତି, ସେହି ଅଞ୍ଚଳରେ ପ୍ରଥମ ପର୍ଯ୍ୟାୟରେ ୧୦ଟି ସ୍କୁଲକୁ ଉଚ୍ଚ ଅପଗ୍ରେଡ କରାଯିବା ନେଇ ନିଷ୍ପତ୍ତି ହୋଇଛି। ସେସବୁ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ସ୍କୁଲରେ ପରିଣତ କରାଯିବ। ପିଲାମାନଙ୍କ ପାଠପଢା, ହଷ୍ଟେଲ ଓ ଖାଦ୍ୟର ମାନ ଯାଞ୍ଚ କରିବେ ବିଭାଗୀୟ ଅଧିକାରୀ ଓ ସଚିବ। ପିଲାମାନଙ୍କୁ ପାଠ ପଢିବାକୁ ଉତ୍ସାହିତ କରିବାକୁ ବିଭାଗ ପଦକ୍ଷେପ ନେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.6 ° C
    30.6 °
    30.6 °
    57 %
    2.7kmh
    31 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ