Thursday, March 19, 2026
29.1 C
Odisha

    ଘାଟିରେ ଓଲଟିଲା OSRTC ବସ୍; ୧୫ ଆହତ

    ଆଗକୁ ପଢନ୍ତୁ

    ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡ଼ିଲା OSRTC ବସ୍। ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ବୌଦ୍ଧ-କନ୍ଧମାଳ ସୀମାନ୍ତ ଫୁଲବାଣୀ ରାଣୀପଥର ଘାଟିରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

    ଆଜି ସକାଳେ OSRTC ବସଟି ଫୁଲବାଣୀରୁ ଅନୁଗୋଳ ଅଭିମୁଖେ ଯାଉଥିଲେ। ରାଣୀପଥର ଘାଟିରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୫ରୁ ଅଧିକ ଜଣ ଆହତ ହୋଇଛନ୍ତି। ବସର କାଚକୁ ଭାଙ୍ଗି ଯାତ୍ରମୀମାନଙ୍କୁ ଉଦ୍ଧାର କରାଯାଇଛି। ଆହତ ଯାତ୍ରୀମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ବସ୍‌ରେ ୪୫ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ ଗାଡ଼ି ଛାଡି ଡ୍ରାଇଭର ଫେରାର ହୋଇଯାଇଥିଲା। ସୀମା ବିବାଦ ଯୋଗୁ ପୁଲିସ ଏପର୍ଯ୍ୟନ୍ତ ଘଟଣାସ୍ଥଳରେ ପହଞ୍ଚି ନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.1 ° C
    29.1 °
    29.1 °
    35 %
    0.5kmh
    100 %
    Thu
    30 °
    Fri
    34 °
    Sat
    33 °
    Sun
    35 °
    Mon
    36 °

    ସମ୍ବନ୍ଧିତ