Monday, October 5, 2026
29.8 C
Odisha

    ଭୁବନେଶ୍ବରରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପିର ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ‌କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ବିମାନ ଯୋଗେ ଦୁଇ ପର୍ଯ୍ୟବେକ୍ଷକ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଦଳ ପକ୍ଷରୁ ଉଭୟଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ବିଜେପି ବିଧାୟକ ଏବଂ ନେତାଙ୍କ ସହ ଆଲୋଚନା କରିବେ। କିଛି ସମୟ ପରେ ଉଭୟେ ବୈଠକରେ ଯୋଗ ଦେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.8 ° C
    29.8 °
    29.8 °
    52 %
    1.6kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ