Saturday, February 28, 2026
18.4 C
Odisha

    ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ଦୁଇ ଶ୍ରମିକଙ୍କ ଜୀବନ

    ଆଗକୁ ପଢନ୍ତୁ

    ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ମାନପୁର ଗାଁରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଇଟାଭାଟିରେ କାମ କରୁଥିବା ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିରେ ଆଉ ଜଣେ ଗୁରୁତରଙ୍କୁ ପ୍ରଥମେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୋବାଇଲ୍ ଚାର୍ଜ କରିବା ଲାଗି ଶ୍ରମିକମାନେ ଜେନେରେଟର ଚଲାଇଥିଲେ। ହେଲେ ସେମାନେ ତାକୁ ବନ୍ଦ କରିବାକୁ ଭୁଲିଯାଇଥିଲେ। ପରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ଘଟିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.4 ° C
    18.4 °
    18.4 °
    35 %
    1.4kmh
    5 %
    Sat
    34 °
    Sun
    36 °
    Mon
    37 °
    Tue
    37 °
    Wed
    38 °

    ସମ୍ବନ୍ଧିତ