Monday, June 22, 2026
36 C
Odisha

    20 ରେ ଭୁବନେଶ୍ବର କଟକ ମହାନଗରରେ ସ୍କୁଲ ଛୁଟି । ଗଣ ଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି।

    ଆଗକୁ ପଢନ୍ତୁ

    ଭୁବନେଶ୍ବର : 20 ରେ ଭୁବନେଶ୍ବର କଟକ ମହାନଗରରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦୃଷ୍ଟିରୁ ସ୍କୁଲ ଛୁଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

    ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ବିପୁଳ ଜନ ସମାଗମ ହେବ । ସେନେଇ ଟ୍ରାଫିକ୍ ସମସ୍ୟା ଆଶଙ୍କା କରି ସ୍କୁଲ ଛୁଟି ପାଇଁ ବିଭାଗ ନିଷ୍ପତ୍ତି ନେଇଛି । ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ, ବେସାମରିକ ସ୍କୁଲ ବନ୍ଦ ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36 ° C
    36 °
    36 °
    34 %
    4kmh
    62 %
    Mon
    35 °
    Tue
    33 °
    Wed
    40 °
    Thu
    39 °
    Fri
    34 °

    ସମ୍ବନ୍ଧିତ