Sunday, October 4, 2026
30.6 C
Odisha

    ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ୧୬ଟି ସ୍ଥାନରେ ଖୋଲିବ ଏହି ଅବକାରୀ ଥାନା ଖୋଲାଯିବ। ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ସବୁ ଅବକାରୀ ଅଧୀକ୍ଷକଙ୍କୁ ଚିଠି ଲେଖାଯାଇଛି। ଏଥିମଧ୍ୟରୁ କେବଳ ଗଞ୍ଜାମରେ ୬ଟି ନୂଆ ଅବକାରୀ ଥାନା ଖୋଲିବ। ଗଞ୍ଜାମରେ ୩, ବ୍ରହ୍ମପୁରରେ ୩ଟି ନୂଆ ଅବକାରୀ ଥାନା ପ୍ରତିଷ୍ଠା ହେବ। ଚିକିଟି ମଦ ମୃତ୍ୟୁ ପରେ ଗଞ୍ଜାମ ଜିଲ୍ଲାରେ ୬ଟି ଅବକାରୀ ଥାନା ପ୍ରତିଷ୍ଠା ନେଇ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୪ ତାରିଖରେ ଅବକାରୀ ଥାନା ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ