Tuesday, July 1, 2025
23.3 C
Odisha

    ଭାରସାମ୍ୟ ହରାଇ ଟ୍ରକକୁ ଧକ୍କା ଦେଲା ବାଇକ୍‌, ୨ ମୃତ

    ଆଗକୁ ପଢନ୍ତୁ

    ବାଲେଶ୍ଵର: ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଉଲୁଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଛିଡା ହେଇଥିବା ଟ୍ରକକୁ ଧକ୍କା ଦେଇଛି ବାଇକ୍ । ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ବିଳମ୍ବିତ ରାତିରେ କମର୍ଦ୍ଦା ବିଦ୍ୟୁତ ବିଭାଗରଟ୍ କର୍ମଚାରୀ ମାନେ କାମ ସାରି ଫେରୁଥିବା ବେଳେ ଉଲୁଡା ନିକଟରେ ଘନକୁହୁଡିରେ ଭାରସାମ୍ୟ ହରାଇ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲେ। ଦୁର୍ଘଟଣା ସମ୍ପର୍କରେ ଖବର ପାଇ କମର୍ଦ୍ଦା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.3 ° C
    23.3 °
    23.3 °
    94 %
    2.4kmh
    100 %
    Mon
    23 °
    Tue
    25 °
    Wed
    24 °
    Thu
    29 °
    Fri
    26 °

    ସମ୍ବନ୍ଧିତ