Monday, March 30, 2026
33.2 C
Odisha

    ରାସ୍ତା କାମ କରୁଥିବା ବେଳେ ଚଢ଼ିଗଲା ଟ୍ରକ: ୩ ମୃତ, ୨ ଗୁରୁତର

    ଆଗକୁ ପଢନ୍ତୁ

    ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ୫୨୦ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ୍‌ ନିକଟରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ରାସ୍ତା କାମରେ ନିୟୋଜିତ ଥିବ ଶ୍ରମିକଙ୍କ ଉପରେ ମାଡି ଯାଇଥିଲା। ଫଳରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପ୍ରାଥମିକ ଚିକତ୍ସା ପରେ ରାଉରକେଲା ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.2 ° C
    33.2 °
    33.2 °
    22 %
    1.2kmh
    97 %
    Mon
    33 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ