Sunday, October 4, 2026
24.3 C
Odisha

    ୧୦୦ ଟଙ୍କାରେ ୩ କିଲୋ ଆଳୁ ପାଇବେ ଗ୍ରାହକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ଆଳୁ ସଙ୍କଟ ଭିତରେ ଖାଉଟିଙ୍କ ପାଇଁ ଭଲ ଖବର। ୧୦୦ ଟଙ୍କାରେ ୩ କିଲୋ ଆଳୁ ପାଇବେ ଗ୍ରାହକ। ଏଥିପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲରମାନଙ୍କୁ ଆଳୁ ଦେବା ଆରମ୍ଭ ହୋଇଛି। ସେମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସାଧାରଣ ଲୋକଙ୍କୁ ଆଳୁ ବିକ୍ରି କରିବେ। ଏଥିପାଇଁ ଆଳୁ ଭର୍ତ୍ତି ଟ୍ରକ ଆଇଗଣିଆ ଗୋଦାମରୁ ଆସି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି । ୩ କିଲୋକୁ ୧୦୦ ଟଙ୍କା ଦରରେ ଗ୍ରାହକମାନେ ଆଳୁ ପାଇପାରିବେ । ଆଳୁ ସଙ୍କଟ ଭିତରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ