Sunday, September 27, 2026
21.7 C
Odisha

    ବିଜାପୁର ବେଲମଗୁଟ୍ଟା ପାହାଡରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ

    ଆଗକୁ ପଢନ୍ତୁ

    ଛତିଶଗଡ ବିଜାପୁର ଠାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ପୋଲିସ ଗୁଳିରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମୃତକ ମାଓବାଦୀଙ୍କ ମଧ୍ୟରେ ୨ ମହିଳା ରହିଛନ୍ତି । ଘଟଣାସ୍ଥଳରୁ ବନ୍ଧୁକ, ଔଷଧ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି । ବିଜାପୁର ବାସାଗୁଡା ଥାନା ବେଲମଗୁଟ୍ଟା ପାହାଡରେ ବହୁ ମାଓବାଦୀ ଏକାଠି ହୋଇଥିବା ନେଇ ସୂଚନା ମିଳିଥିଲା । ଯେଉଁ ସୂଚନା ଆଧାରରେ ଆରମ୍ଭ ହୋଇଥିଲା ଅପରେସନ । ପାହାଡ ଉପରେ ବେଶ କିଛି ସମୟ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲେ । ଶେଷରେ ପୋଲିସ ଏନକାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଛନ୍ତି । ଏନେଇ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛି ବିଜାପୁର ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.7 ° C
    21.7 °
    21.7 °
    96 %
    1.3kmh
    39 %
    Sun
    29 °
    Mon
    30 °
    Tue
    30 °
    Wed
    30 °
    Thu
    31 °

    ସମ୍ବନ୍ଧିତ