Tuesday, March 11, 2025
19.8 C
Odisha

    ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶ । ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ୩ ମନ୍ତ୍ରୀ । ଅବଶିଷ୍ଟ ରୀତିନୀତି ଶୃଙ୍ଖଳିତ କରିବାକୁ ପରାମର୍ଶ

    ଆଗକୁ ପଢନ୍ତୁ

    ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ୩ ମନ୍ତ୍ରୀ । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସହିତ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲିଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ମୁଖ୍ୟମନ୍ତ୍ରୀ ଏହି ୩ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ବା ନହେବ ତାହା ସୁନିଶ୍ଚିତ କରିବାକୁ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପରାମର୍ଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.8 ° C
    19.8 °
    19.8 °
    46 %
    1.6kmh
    0 %
    Tue
    36 °
    Wed
    39 °
    Thu
    40 °
    Fri
    41 °
    Sat
    40 °

    ସମ୍ବନ୍ଧିତ