Sunday, October 25, 2026
21.4 C
Odisha

    ଆଉ ୩ ଦିନ ବଢ଼ିଲା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଉ ୩ ଦିନ ବଢ଼ିଲା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଭୁବନେଶ୍ୱର ଜନତା ମୈଦାନ ଠାରେ ଅନୁଷ୍ଠିତ ହେଉଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ଆଉ ୩ ଦିନ ପାଇଁ ବୃଦ୍ଧି କରାଯାଇଛି। ଏହା ସହ ଏଣିକି ପ୍ରତି ୫ ବର୍ଷରେ ଥରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.4 ° C
    21.4 °
    21.4 °
    63 %
    0.8kmh
    1 %
    Sun
    28 °
    Mon
    28 °
    Tue
    30 °
    Wed
    28 °
    Thu
    24 °

    ସମ୍ବନ୍ଧିତ