Saturday, March 21, 2026
19.7 C
Odisha

    ଚାରିଦିନିଆ ଓଡ଼ିଶା ଗସ୍ତରେ ଜଷ୍ଟିସ ଅରିଜିତ ପଶାୟତ: ରତ୍ନଭଣ୍ଡାର ଓ କଳାଧନ ନେଇ ବୈଠକରେ କରିବେ ସମୀକ୍ଷୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ଠାରୁ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କଳାଧନ ସମ୍ପର୍କିତ ଗଠିତ ଏସଆଇଟିର ଉପାଧ୍ୟକ୍ଷ ଡକ୍ଟର ଜଷ୍ଟିସ ଅରିଜିତ ପଶାୟତ। ସନ୍ଧ୍ୟାରେ ସେ ଭୁବନେଶ୍ବରରେ ପହଞ୍ଚିବା ପରେ ୮ତାରିଖ ସକାଳୁ ପୁରୀ ଗସ୍ତରେ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ସହ ଦିନ ୨ ଟା ବେଳେ ରତ୍ନଭଣ୍ଡାର ତଦାରଖ କମିଟିର ବୈଠକରେ ଅଧ୍ୟକ୍ଷତା କରିବେ।
    ୧୧ ତାରିଖ ଦିନ କଟକରେ ଦିନ ୧୧ଟା ବେଳେ ସେ କଳାଧନ ସମ୍ପର୍କିତ ସ୍ବତନ୍ତ୍ର ବୈଠକ କରିବେ। ୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଏହି ବୈଠକକୁ ଅଧିକ ଗୁରୁତ୍ବ ଦିଆଯାଉଛି। ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ବୈଠକରେ ୨୦୨୪ ନିର୍ବାଚନରେ କଳାଟଙ୍କା ରୋକିବା ପାଇଁ କଣ ସବୁ ପଦକ୍ଷେପ ନିଆଯିବ ସେ ଉପରେ ତଥ୍ୟ ରଖାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    77 %
    3.2kmh
    100 %
    Fri
    20 °
    Sat
    32 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ