Monday, January 26, 2026
19.8 C
Odisha

    ରାଉରକେଲାରେ ଝାଡାବାନ୍ତିରେ ଦୁଇ ଦିନରେ ଗଲାଣି ୪ ଜଣଙ୍କ ଜୀବନ

    ଆଗକୁ ପଢନ୍ତୁ

    ଝାଡାବାନ୍ତିରେ ୪ ଜଣଙ୍କର ମୃତ୍ୟୁ । ରାଉରକେଲାରେ ଦୁଇ ଦିନରେ ୪ ଜଣଙ୍କର ମୃତ୍ୟୁ ଏବେ ଲୋକଙ୍କ ମନରେ ଆତଙ୍କ ଖେଳାଇଛି । ୧୦୨ ଜଣ ଆକ୍ରାନ୍ତ ଏବେ ରାଉରକେଲାର ଆଇଜିଏଚ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେମାନଙ୍କ ମଧ୍ୟରୁୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଅଛନ୍ତି । ରାଉରକେଲାର ପାନପୋଷ ସହ ବସ୍ତି ଅଂଚଳ ତଥା ସେକ୍ଟର ଅଂଳଚରେ ଝାଡାବାନ୍ତି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ କେଉଁ କାରଣରୁ ହଠାତ୍ ଏଭଳି ଝାଡାବାନ୍ତି ବ୍ୟାପିଲା ତାର କାରଣ ଜଣାପଡିନାହିଁ । କାରଣ ଜାଣିବା ପାଇଁ ରୋଗୀଙ୍କ ନମୂନା ସଂଗ୍ରହ କରାଯାଇଛି । ଆଗାମୀ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ଆଶଙ୍କା ଥିବାରୁ ହସ୍ପିଟାଲରେ ବେଡ ସଂଖ୍ୟା ମଧ୍ୟ ବୃଦ୍ଧି କରାଯାଇଛି । ଆଜିଏଚ ହସ୍ପିଟାଲର ଭାରପ୍ରାପ୍ତ ଅଧିକାରୀ ସୁଧାରାଣୀ ପ୍ରଧାନ ଏନେଇ ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.8 ° C
    19.8 °
    19.8 °
    43 %
    2.3kmh
    3 %
    Mon
    19 °
    Tue
    31 °
    Wed
    33 °
    Thu
    32 °
    Fri
    33 °

    ସମ୍ବନ୍ଧିତ