Tuesday, October 6, 2026
23.4 C
Odisha

    ୫ଟି ଆସନରେ ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କଂଗ୍ରେସ ୫ଟି ଆସନରେ ବିଧାନସଭା ପ୍ରାର୍ଥୀ ବଦଳାଇଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ଜଳେଶ୍ବର, ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ପ୍ରାର୍ଥୀ ବଦଳିଛନ୍ତି। ଜଳେଶ୍ଵରରୁ ଦେବୀପ୍ରସନ୍ନ ଚାନ୍ଦଙ୍କ ସ୍ଥାନରେ ସୁଦର୍ଶନ ଦାସଙ୍କୁ ଟିକେଟ୍ ଦେଇଛି ଦଳ। ଏଣେ ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ଟିକେଟ୍ ଦେଇଛି କଂଗ୍ରେସ। ଠିକ୍ ସେହିପରି ଆଠମଲ୍ଲିକରେ ହିମାଂଶୁ ଚାଉଳିଆଙ୍କୁ କଂଗ୍ରେସ ପ୍ରାର୍ଥୀ କରାଯାଇଥିବା ବେଳେ ଆଠଗଡ଼ରେ ସୁଦର୍ଶନ ସାହୁ ଓ ପୁରୀରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ଏଣେ ନୀଳଗିରିରେ ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.4 ° C
    23.4 °
    23.4 °
    76 %
    1.6kmh
    0 %
    Mon
    23 °
    Tue
    31 °
    Wed
    31 °
    Thu
    30 °
    Fri
    30 °

    ସମ୍ବନ୍ଧିତ