Monday, April 6, 2026
24.9 C
Odisha

    ଶୀତ ଲହରୀ ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବର୍ଷାରେ ବ୍ରେକ ଲାଗିବା ପରେ ରାଜ୍ୟରେ ଶୀତ ପୁଣି ବଢିଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏପରି ଶୀତ ସହ ଘନ କୁହୁଡି ରାଜ୍ୟବାସୀଙ୍କୁ କଲବଲ କରିବ। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ପ୍ରବଳ ଜାଡ ଅନୁଭବ ହେବା ସହ ପାରଦ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମୁଛି। ଏହାରି ମଧ୍ୟରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଲହରୀ ସତର୍କତା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
    ପ୍ରବଳ ଜାଡ ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୟେଲୋ ଆଲର୍ଟ ଜାରି କରଯାଇଥିବା ଜିଲ୍ଲାଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ, ଅନୁଗୁଳ, ଦେବଗଡ଼ ଏବଂ କେନ୍ଦୁଝର। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ବହୁଛି ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ଅନୁଗୁଳରେ ସ୍ବାଭାବିକ ଠାରୁ ୬ ଡିଗ୍ରୀ ପାରଦ କମିଛି। ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ପ୍ରବଳ ଜାଡ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ। ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଏଭଳି ପାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.9 ° C
    24.9 °
    24.9 °
    60 %
    0.8kmh
    0 %
    Mon
    37 °
    Tue
    38 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ