Tuesday, August 11, 2026
25.9 C
Odisha

    ଶ୍ରୀମନ୍ଦିରରେ ବନକଲାଗି ନୀତି: ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.9 ° C
    25.9 °
    25.9 °
    85 %
    0.6kmh
    98 %
    Tue
    26 °
    Wed
    31 °
    Thu
    29 °
    Fri
    30 °
    Sat
    29 °

    ସମ୍ବନ୍ଧିତ