Monday, September 28, 2026
30.3 C
Odisha

    ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ହେବ: ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୁରୀ ଜିଲ୍ଲା ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ହେବ ବୋଲି ଗ୍ରାମ୍ୟ ଉନ୍ନୟନ ତଥା ପାନୀୟ ଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି। ଏନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। ପିପିଲି ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖି ସେ କହିଛନ୍ତି, ଦୟା ନଦୀରୁ ଜଳ ଉଠାଣ ପାଇଁ ହେବ ୫ ପ୍ରକଳ୍ପ। ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    63 %
    3.4kmh
    8 %
    Mon
    30 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ