Friday, August 15, 2025
24.9 C
Odisha

    ରାଜ୍ୟରେ ଆଜି ଆଉ ୫ କରୋନା ପଜିଟିଭ ଚିହ୍ନଟ

    ଆଗକୁ ପଢନ୍ତୁ

    ରାଜ୍ୟରେ ଚିହ୍ନଟ ହେଲେ ଆଉ ୫ଜଣ କରୋନା ଆକ୍ରାନ୍ତ । ୫ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି । ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୮ରହିଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୪୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ୨୨୭ ଦିନ ମଧ୍ୟରେ ସର୍ବାଧିକ । ତେବେ ସଂକ୍ରମିତଙ୍କ ମଧ୍ୟରେ ୧୭୨ଜଣ ଓମିକ୍ରନ ସବ୍ ଭ୍ୟାରିଆଂଟ ‘ଜେଏନ ଡଟ ୱାନ’ରେ ସଂକ୍ରମିତ ହୋଇଥିବା ସୂଚନା ରହିଛି । ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ପକ୍ଷରୁ ସମସ୍ତ ରାଜ୍ୟକୁ ବେଡ୍, ଅକ୍ସିଜେନ୍ ଯୁକ୍ତ ବେଡ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପଜିଟିଭ୍ ଚିହ୍ନଟ ହେଲେ, ଘରୋଇ ସଂଗରୋଧରେ ରହିବାକୁ ପରାମର୍ଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.9 ° C
    24.9 °
    24.9 °
    94 %
    1.1kmh
    90 %
    Fri
    25 °
    Sat
    30 °
    Sun
    30 °
    Mon
    28 °
    Tue
    29 °

    ସମ୍ବନ୍ଧିତ